Home ରାଜ୍ୟ ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୫୧ କରୋନା ସଂକ୍ରମିତ, ୩୨୫୧୪୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୫୧ କରୋନା ସଂକ୍ରମିତ, ୩୨୫୧୪୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

odisha map

ଭୁବନେଶ୍ବର: ରାଜ୍ଯରେ ଆଜି ୩୫୧ କରୋନା ପଜିଟିଭ୍ ଚିହ୍ନଟ। ଏମାନଙ୍କ ଭିତରୁ କ୍ବାରେଣ୍ଟାଇନ୍ ସେଣ୍ଟରରୁ ୨୦୩, ଏବଂ ଲୋକାଲ୍ କେସରୁ ୧୪୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୫ହଜାର ୧୪୭କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୨୦ ହଜାର ୨୦୮। ଆକ୍ଟିଭ କେସ୍‌ ରହିଛି ୩ ହଜାର ୦୬୧।