ବାଲେଶ୍ୱର: ପୁଣି ସଭ୍ୟ ସମାଜ ପାଇଁ ଲଜ୍ୟା ସୃଷ୍ଟି କଲା ଦୁଷ୍କର୍ମ । ଏଥର ଦୁଷର୍ମର ଶିକାର ହେଲେ ବିଧବା ବୃଦ୍ଧା । ସୋର ମ୍ୟୁନିସିପାଲଟି ଖିରିକୁଣି ଗାଁରେ ଏପରି ଅବାନବୀୟ ଘଟଣା ଘଟିଛି । ଗତକାଲି ବିଳମ୍ବିତ ରାତିରେ କବାଟ ଭାଙ୍ଗି ଦୁର୍ବୃତ୍ତ ମାରଣାଅସ୍ତ୍ର ଦେଖାଇ ଜୋର ଜବରଦସ୍ତ ଦୁଷ୍କର୍ମ କରିଛନ୍ତି । ଦୁଷ୍କର୍ମର ଶିକାର ହୋଇଥିବା ୬୫ ବର୍ଷିୟା ବୃଦ୍ଧା ଲୋକ ଲଜ୍ଜ୍ୟା ସହିନପାରି ଆତ୍ମହତ୍ୟା କରିବାକୁ ଯିବାବେଳେ ପରିବାର ଲୋକ ଉଦ୍ଧାର କରି ଥାନାରେ ଦ୍ୱାରସ୍ଥ ହୋଇଛନ୍ତି । ସୋର ପୋଲିସ ଅସଭ୍ୟ ଯୁବକକୁ ଗିରଫ କରି କୋର୍ଟ ଚାଲାଣ କରିଛି । ଯାହାକୁ ନେଇ ସାରା ଜିଲ୍ଲାରାରେ ଚର୍ଚ୍ଚା ଲାଗିରହିଛି ।
ପୁଣି ସଭ୍ୟ ସମାଜ ପାଇଁ ଲଜ୍ୟା ସୃଷ୍ଟି କଲା ଦୁଷ୍କର୍ମ: ବିଧବା ବୃଦ୍ଧାଙ୍କୁ ଅଧରାତିରେ କବାଟ ଭାଙ୍ଗି ଜୋର ଜବରଦସ୍ତ ଦୁଷ୍କର୍ମ !
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- diflucan pill on ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରଲର୍
- vibramycin for sinus infection on ଗଛରୁ ଯୁବ ଦୋକାନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର
- doryx price on ସମବାୟ ବିଭାଗର ମହିଳା କର୍ମଚାରୀମାନେ ପାଳିଲେ ଦୀପାବଳି
- prevacid otc generic on ଗଛରୁ ଯୁବ ଦୋକାନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର
- allopurinol 300 mg on ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରଲର୍
