ଝାରସୁଗୁଡ଼ା: କଂଗ୍ରେସରୁ ଇସ୍ତଫା ଦେଇଥିବା ବରିଷ୍ଠ ବିଧାୟକ ନବ ଦାସ ଆଜି ବିଜେଡି ଯୋଗ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ନିଜର ଶତାଧିକ ସମର୍ଥକଙ୍କ ସହ ନବ ଶଙ୍ଖ ଫୁଙ୍କିଛନ୍ତି । ତାଙ୍କ ସହ ଝାରସୁଗୁଡ଼ା ଜିଲ୍ଲା ପରିଷଦ ଅଧ୍ୟକ୍ଷ ଓ ଅନେକ କର୍ମକର୍ତ୍ତା ବିଜେଡିରେ ଯୋଗ ଦେଇଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ଝାରସୁଗୁଡ଼ା ଗସ୍ତ ବେଳେ ଏହି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସାଂସଦ ପ୍ରଭାସ ସିଂ, ବିଧାୟୀକା ଡ଼ାକ୍ତର ରାସେଶ୍ୱରୀ ପ୍ରାଣିଗ୍ରାହୀ ପୂର୍ବତନ ବାଚଷ୍ପତି କିଶୋର ମାହାନ୍ତି ପ୍ରମୁଖ ଯୋଗ ଦେଇଥିଲେ । ଏହି ମିଶ୍ରଣ ପର୍ବରେ ନବ ଓ ତାଙ୍କ ସମର୍ଥନଙ୍କ ବିଜେଡିରେ ଯୋଗଦାନ ବରଗଡ଼ ବିଜେଡ଼ିକୁ ବଳ ଦେଇଛି ।
ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ନବଙ୍କ ହାତ ଫୁଙ୍କିଲା ଶଙ୍ଖ !
- Advertisement -
Stay Connected
Comment
- amoxicillin on ସମବାୟ ବିଭାଗର ମହିଳା କର୍ମଚାରୀମାନେ ପାଳିଲେ ଦୀପାବଳି
- zoloft generic on ଜୁନ୍ ସୁଦ୍ଧା ୨୪ ନୂଆ ଏନ୍ଏସି ଓ ପୌର ନିର୍ବାଚନ
- diflucan pill on ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରଲର୍
- vibramycin for sinus infection on ଗଛରୁ ଯୁବ ଦୋକାନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର
- doryx price on ସମବାୟ ବିଭାଗର ମହିଳା କର୍ମଚାରୀମାନେ ପାଳିଲେ ଦୀପାବଳି

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.