Home ରାଜ୍ୟ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ପ୍ରବାସୀଙ୍କ ଆତ୍ମହତ୍ୟା, ୬ ଦିନ ତଳେ ବିଜୟଓ୍ବାଡାରୁ ଫେରିଥିଲେ

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ପ୍ରବାସୀଙ୍କ ଆତ୍ମହତ୍ୟା, ୬ ଦିନ ତଳେ ବିଜୟଓ୍ବାଡାରୁ ଫେରିଥିଲେ

ମୟୂରଭଞ୍ଜ : ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ଅଁଳା ପଞ୍ଚାୟତର ଡମ୍ବରୁଡହର ପ୍ରାଥମିକ ବିଦ୍ୟାଳୟ ନିକଟରେ ଥିବା ଏକ ମହୁଲଗଛରୁ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଶୁକ୍ରବାର ସକାଳେ ଦେଖିବାକୁ ମିଳିଛିଛି l ମୃତକ ହେଲେ ରାଇକମା ଗ୍ରାମର ସୁରେନ୍ଦ୍ର ବେହେରା(୪୦)। ସେ ନିଜ ପିନ୍ଧା ଲୁଙ୍ଗି ସାହାଯ୍ୟରେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି।