Home ରାଜ୍ୟ ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ସୁସ୍ଥ, କରୋନାରୁ ସୁସ୍ଥଙ୍କ ସଂଖ୍ୟା ୬୩କୁ ବୃଦ୍ଧି

ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ସୁସ୍ଥ, କରୋନାରୁ ସୁସ୍ଥଙ୍କ ସଂଖ୍ୟା ୬୩କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଶୁକ୍ରବାର ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ରାଉରକେଲାର ବୋଲି ଜଣାପଡ଼ିଛି। ତେବେ ଏହାକୁ ମିଶାଇ ରାଜ୍ୟରେ ୬୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।