Home ରାଜ୍ୟ ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କୁ କରୋନା

ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କୁ କରୋନା

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ହସ୍ତତନ୍ତ ଓ ବୟନ ଶିଳ୍ପମନ୍ତ୍ରୀ ପଦ୍ମିନୀ ଦିଆନ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେ ବର୍ତ୍ତମାନ ହୋମ୍ ଆଇସୋଲେସନରେ ରହିଥିବା ସୂଚନା ମିଳିଛି। କରୋନା ଆକ୍ରାନ୍ତ ହେବାପରେ ଶ୍ରୀମତୀ ଦିଆନ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ତୁରନ୍ତ କରୋନା ପରୀକ୍ଷା କରାଇନେବାକୁ ପରାମର୍ଶ ଦେଇଛନ୍ତି।