Home ରାଜ୍ୟ ରାଜ୍ୟରେ ପୁଣି ୧୦୨ ଜଣ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭୮କୁ...

ରାଜ୍ୟରେ ପୁଣି ୧୦୨ ଜଣ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭୮କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୧୦୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।