Home ରାଜ୍ୟ ରାଜ୍ୟରେ ଆଉ ୧୭୦ କରୋନା ପଜିଟିଭ ଚିହ୍ନଟ, ୬୩୫୦ ଛୁଇଁଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ରାଜ୍ୟରେ ଆଉ ୧୭୦ କରୋନା ପଜିଟିଭ ଚିହ୍ନଟ, ୬୩୫୦ ଛୁଇଁଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ଆଉ ୧୭୦ କରୋନା ପଜିଟିଭ ଚିହ୍ନଟ। ଏହାକୁ ମିଶାଇ ରାଜ୍ଯରେ ୬୩୫୦ ଛୁଇଁଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା। ଏହି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୪୩ ଜଣ ଓ ଲୋକାଲ କେସ୍ ୨୭ ଜଣ। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।