ଭୁବନେଶ୍ୱର : ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାର ୨୦୧୯-୨୦ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି। ଏଥିରେ ବ୍ୟୟ ବରାଦ ରହିଛି ୧ଲକ୍ଷ ୩୯ ହଜାର କୋଟି ଟଙ୍କା। ଫୋନି ପ୍ରଭାବିତ ଅଞ୍ଚଳରେ ଅତିରିକ୍ତ ୫ ଲକ୍ଷ ପକ୍କା ଘର ନିର୍ମାଣ କରାଯିବ। ଏନେଇ ବଜେଟ୍ରେ ୪୮୨୦ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି। ମଧୁବାବୁ ପେନସନ୍ ଯୋଜନା ପାଇଁ ୨୧୨୦ କୋଟି ଟଙ୍କା, ପିଏମ୍ଜିଏସ୍ଓ୍ବାଇରେ ୪୩୨୨ କିମି ଗ୍ରାମୀଣ ରାସ୍ତା ନିର୍ମାଣ ହେବ। ଏନେଇ ୨ ହଜାର ୯ଶହ କୋଟିର ବ୍ୟୟ ବରାଦ କରାଯାଇଛି। ଏନେଇ ୨ ହଜାର ୯ଶହ କୋଟିର ବ୍ୟୟ ବରାଦ କରାଯାଇଛି। ସେହିପରି କାଳିଆ ଯୋଜନାରେ ୫୬୧୧ କୋଟି ଟଙ୍କା, ଟଙ୍କିକିଆ ଚାଉଳ ପାଇଁ ୧୦୨୮କୋଟି, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ପାଇଁ ୧୨୦୩କୋଟି ଓ ଜାତୀୟ ସ୍ବାସ୍ଥ୍ୟ ମିଶନ ପାଇଁ ୧୩୨୩ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ଆଦର୍ଶ ବିଦ୍ୟାଳୟ ପାଇଁ ଚଳିତ ବଜେଟ୍ରେ ୩୨୦ କୋଟି ଟଙ୍କା ରଖାଯାଇଛି। ଓଡ଼ିଆ ବିଶ୍ୱବିଦ୍ୟାଳୟ ପାଇଁ ୧୫ କୋଟି, ମମତା ଯୋଜନା ପାଇଁ ୩୦୫ କୋଟି ଟଙ୍କା ରଖାଯାଇଛି।
ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପିତ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- amoxicillin on ସମବାୟ ବିଭାଗର ମହିଳା କର୍ମଚାରୀମାନେ ପାଳିଲେ ଦୀପାବଳି
- zoloft generic on ଜୁନ୍ ସୁଦ୍ଧା ୨୪ ନୂଆ ଏନ୍ଏସି ଓ ପୌର ନିର୍ବାଚନ
- diflucan pill on ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରଲର୍
- vibramycin for sinus infection on ଗଛରୁ ଯୁବ ଦୋକାନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର
- doryx price on ସମବାୟ ବିଭାଗର ମହିଳା କର୍ମଚାରୀମାନେ ପାଳିଲେ ଦୀପାବଳି
