ଭୁବନେଶ୍ବର: ଆଜି ରାଜ୍ୟରେ ଚିହ୍ନଟ ହୋଇଥିବା୨୦ଜଣ କରୋନା ପଜିଟିଭଙ୍କ ଭିତରୁ ୧୭ଜଣ ଗଞ୍ଜାମ ଜିଲ୍ଲାର ହେବା ପରେ ରାଜ୍ୟ ସରକାର ଏକ ବଡ଼ ଘୋଷଣା କରିଛନ୍ତି। ତାହା ଅନୁଯାୟୀ, ଗଞ୍ଜାମ ଜିଲ୍ଲାକୁ ରେଡ୍ ଜୋନ୍ ଘୋଷଣା କରିଛନ୍ତି ସରକାର। ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରୁ ରେଡ୍ ଜୋନ୍ ଘୋଷଣା କରାଯାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଣେ ମୟୂରଭଞ୍ଜ ଓ ଜଗତସିଂହପୁର ଜିଲ୍ଲାକୁ ଅରେଞ୍ଜ ଜୋନ୍ ଘୋଷଣା କରାଯାଇଛି।
ଗୃହ ମନ୍ତ୍ରଣାଳୟର ନିର୍ଦେଶାବଳୀ ଅନୁଯାୟୀ, ଗଞ୍ଜାମ ବର୍ତ୍ତମାନ ରେଡ ଜୋନ୍ ଅଧୀନରେ ସାମିଲ ହେଲା। ଏଠାରେ ସକ୍ରିୟଙ୍କ ସଂଖ୍ୟା ୨୧ରେ ପହଞ୍ଚିଛି।

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.