ଭୁବନେଶ୍ବର ୨୨।୦୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୬୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୭୦୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୨୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
Covid-19 Report For 21st Feb
New Positive Cases: 69
In quarantine: 41
Local contacts: 28(Details of local contacts will be shared by concerned District Administration)
District Wise Cases:
1. Angul: 2
2. Balasore: 2
3. Bargarh: 6
4. Balangir: 1
5. Boudh: 1
6. Cuttack: 2— I & PR Department, Odisha (@IPR_Odisha) February 22, 2021
17. Sonepur: 3
18. Sundargarh: 11
19. State Pool: 1New recoveries: 54
Cumulative tested: 8189910
Positive: 336705
Recovered: 334107
Active cases: 631— I & PR Department, Odisha (@IPR_Odisha) February 22, 2021
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୬୭୦୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୩୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୪୧୦୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୧୮୯୯୧୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।