Home ରାଜ୍ୟ ରାଜ୍ୟରେ ୭୫ କରୋନା ଆକ୍ରାନ୍ତ ସୁସ୍ଥ, ଆରୋଗ୍ୟଙ୍କ ସଂଖ୍ୟା ୮୮୭କୁ ବୃଦ୍ଧି

ରାଜ୍ୟରେ ୭୫ କରୋନା ଆକ୍ରାନ୍ତ ସୁସ୍ଥ, ଆରୋଗ୍ୟଙ୍କ ସଂଖ୍ୟା ୮୮୭କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟ ପାଇଁ ଖୁସି ଖବର । ଗୁରୁବାର ରାଜ୍ୟରୁ ଆଉ ୭୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତ ହୋଇ ଆରୋଗ୍ୟ ଲାଭ କରିଥିବା ଲୋକଙ୍କ ସଂଖ୍ୟା ୮୮୭କୁ ବୃଦ୍ଦି ।