Home ରାଜ୍ୟ ରାଜ୍ୟରେ ୬୭ଜଣ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬କୁ ବୃଦ୍ଧି

ରାଜ୍ୟରେ ୬୭ଜଣ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୬୭ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।