Home ରାଜ୍ୟ ଭୁବନେଶ୍ୱରରେ ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ

ଭୁବନେଶ୍ୱରରେ ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ଭୁବନେଶ୍ୱରର ଏବଂ ତାଙ୍କୁ ଡିସ୍‌ଚାର୍ଜ କରାଯିବ। ଏହାକୁ ମିଶାଇ ୩୩ଜଣ ସଂକ୍ରମିତ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗୁରୁବାର ଟୁଇଟ୍‌ କରି ସୂଚନା ଦିଆଯାଇଛି।