ଅପ୍ରେଲ ୦୩ ତାରିଖ ୨୦୧୯ମସିହା (ବୁଧବାର)
କାଳବେଳା -ଦିବା ଘ୦୮/୫୫ଗତେ ଘ୧୦/୨୫ମଧ୍ୟେ
ବାରବେଳା-ଦିବା ଘ୧୧/୫୭ଗତେ ଘ୦୧/୨୮ମଧ୍ୟେ
ଅମୃତବେଳା –  ଦିବା
ଘ୦୭/୨୫ ଗତେ ଘ୦୮/୫୦ମଧ୍ୟେ ଓ ଘ ୦୨/୫୮ ଗତେ ଘ୦୪/୨୦ମଧ୍ୟେ
ମାହେନ୍ଦ୍ର ବେଳା- ଦିବା
ଘ୦୭/୨୦ମଧ୍ୟେ ଓ ଘ୦୪/୧୦ଗତେ ଘ୦୫/୪୨ମଧ୍ୟେ

ମେଷ: ଆପଣଙ୍କ ନମ୍ର ସ୍ବଭାବ ପାଇଁ ଲୋକେ ଆପଣଙ୍କ ପ୍ରତି ଆକର୍ଷିତ ହେବେ। ଆୟ ବୃଦ୍ଧି ହେବ। ବ୍ୟବସାୟୀଙ୍କ ଲାଗି ଭଲ ଦିନଟିଏ। ସମାଜରେ ଆପଣଙ୍କ ପ୍ରତିଷ୍ଠା ବଢ଼ିବ। ଛାତ୍ରଙ୍କ ଲାଗି ଦିନଟି ବଢ଼ିଆ ରହିବ।

ବୃଷ: ବନ୍ଧୁ ଓ ପାଖଲୋକଙ୍କ ସହଯୋଗ ପାଇବେ। ଦୀର୍ଘଦିନରୁ ସ୍ଥଗିତ ଥିବା କାମ ପୂରା ହେବ। ଯିବାକୁ ଥିବା ଯାତ୍ରା କଲ୍ୟାଣକାରୀ ହେବ। ଲେଖକଙ୍କୁ ପୁରସ୍କାର ମିଳିପାରେ। ଜୀବନସାଥୀଙ୍କ ସହିତ ବାହାରକୁ ବୁଲି ଯିବେ।

ମିଥୁନ: ସତ୍‌ସଙ୍ଗରେ ସମୟ ବିତିବ। ସନ୍ତାନଙ୍କ ଠାରୁ ଭଲ ଖବର ପାଇବେ। ଆପଣଙ୍କ ମନରେ ନୂଆ ନୂଆ ବିଚାର ଆସିବ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ହେବ। ଦାମ୍ପତ୍ୟ ଜୀବନରେ ମଧୁରତା ବୃଦ୍ଧି ପାଇବ ।

କର୍କଟ: ପ୍ରଭୁଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧର୍ମ ସମ୍ବନ୍ଧରେ ଲୋକଙ୍କୁ ବୁଝାଇବେ। କ୍ୟାରିୟରରେ ଆଗକୁ ବଢ଼ିବା ଲାଗି କିଛି ସୁଯୋଗ ମିଳିବ। ଛାତ୍ରଙ୍କୁ ଶୁଭ ଖବର ମିଳିବ। ସ୍ବାସ୍ଥ୍ୟରେ ସୁଧାର ହେବ।

ସି˚ହ: ଆପଣଙ୍କ ଆଖପାଖରେ ମଧୁର ବାତାବରଣ ରହିବ। ପଡେ଼ାଶୀଙ୍କ ଠାରୁ ଭଲ ଖବର ପାଇବେ। ଆଜି ଆପଣଙ୍କୁ ଭଲ କାମ ପାଇଁ ସମ୍ମାନିତ କରାଯିବ। ରାଜନୀତି କ୍ଷେତ୍ରକୁ ଯିବା ଲାଗି ବିଚାର କରିବେ।

କନ୍ୟା: ସାରାଦିନ ସ୍ଫୂର୍ତ୍ତିଶୀଳ ରହିବେ। ରାଜନୀତିରେ ସୀମା ବଢ଼ାଇବେ। ଲୋକମାନଙ୍କ ସହିତ ଘନିଷ୍ଠତା ବଢ଼ିବ। ବ୍ୟବସାୟରେ ନୂଆ ସୁଯୋଗ ମିଳିବ। ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ମଜଭୁତ ହେବ।

ତୁଳା: ଦିନଟି ଆପଣଙ୍କ ପାଇଁ ଉତ୍ତମ ରହିବ। ଅଫିସରେ ନୂଆ ଦାୟିତ୍ବକୁ ଭଲଭାବେ ନିର୍ବାହ କରିବେ। ବ୍ୟବସାୟରୁ ଆଶା ଠୁଁ ଅଧିକ ଲାଭ ପାଇବେ। ବିବାହିତ ବାହାରକୁ ବୁଲି ଯିବାର ଯୋଜନା କରିବେ।

ବିଛା: ବ୍ୟବସାୟୀଙ୍କ ପାଇଁ ଦିନଟି ଅନୁକୂଳ। ସଫଳତା ପାଇବା ଦିଗରେ ଅଗ୍ରସର ହେବେ। ପାରିବାରିକ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ। ସନ୍ତାନଙ୍କ ପକ୍ଷରୁ ଖୁସି ଖବର ମିଳିବା ହେତୁ ଗୌରବାନ୍ବିତ ହେବେ।

ଧନୁ: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। କିଛି କାମ ଆପଣଙ୍କ ଇଚ୍ଛାନୁସାରେ ହୋଇନପାରେ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ କଥାବାର୍ତ୍ତା ବେଳେ ତାଙ୍କ କଥାକୁ ମନ ଧୢାନ ଦେଇ ଶୁଣନ୍ତୁ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।

ମକର: ଆପଣଙ୍କ ଜୀବନରେ ନୂଆ ପରିବର୍ତ୍ତନ ହେବ। କୌଣସି ବ୍ୟକ୍ତିଙ୍କ ଠାରୁ କିଛି ନୂଆ କରିବାର ପ୍ରେରଣା ମିଳିବ। ପରିବାରରେ ଖୁସିର ମାହୋଲ ରହିବ। ଚାକିରି ସମ୍ବନ୍ଧିତ ଭଲ ଖବର ପାଇବେ।

କୁମ୍ଭ: ଆପଣଙ୍କ ମନରେ ସକାରାତ୍ମକ ଊର୍ଜା ସ˚ଚାର ହେବ। କର୍ମକ୍ଷେତ୍ରରେ ପରିଶ୍ରମ ଅଧିକ କରିବେ ଏବ˚ ସଫଳ ହେବେ। ଅଫିସରୁ ଘରକୁ ଫେରିବା ସମୟରେ ବନ୍ଧୁଙ୍କ ସହିତ ମତଭେଦ ହୋଇପାରେ। ପତିପତ୍ନୀଙ୍କ ମଧୢରେ ପ୍ରେମଭାବ ବୃଦ୍ଧି ହେବ।

ମୀନ: ଆପଣଙ୍କ ଊର୍ଜାର ସ୍ତର ବୃଦ୍ଧି ହେବ। ଯେଉଁ କାମ କରିବେ ସଫଳତା ପାଇବେ। ଓକିଲଙ୍କ ପାଇଁ ଦିନଟି ଭଲ। ଆର୍ଥିକ ଲାଭ ମିଳିବା ହେତୁ ଖୁସି ରହିବେ। ଘର ଲୋକଙ୍କ ସହିତ ଅଧିକରୁ ଅଧିକ ସମୟ ବିତେଇବେ।