Home ଆଜିର ରାଶିଫଳ ଆଜିର ରାଶିଫଳ

ଆଜିର ରାଶିଫଳ

 

ମାର୍ଚ୍ଚ ୨୭ ତାରିଖ  ୨୦୧୯ମସିହା (ବୁଧବାର)

କାଳବେଳା  – ଦିବା ଘ୦୮/୪୯ଗତେ ଘ୧୦/୨୦ମଧ୍ୟେ
ବାରବେଳା-ଦିବା ଘ୧୧/୫୦ଗତେ ଘ୦୧/୨୫ମଧ୍ୟେ
ଅମୃତବେଳା –  ଦିବା
ଘ୦୭/୨୦ ଗତେ ଘ୦୮/୪୯ମଧ୍ୟେ ଓ  ଘ୦୨/୫୬ଗତେ lଘ୦୩/୫୫ମଧ୍ୟେ
ମାହେନ୍ଦ୍ର ବେଳା- ଦିବା
ଘ୦୭/୨୦ମଧ୍ୟେ ଓ  ଘ୧୦/୨୦ଗତେ ଘ୧୧/୫୦ମଧ୍ୟେ

ମେଷ : ଆଜି ଆପଣଙ୍କୁ ନିଜର ସମ୍ପ୍ରେକ୍ଷଣ କଳାର ଉପଯୋଗ କରିବାକୁ ହେବ, ଆଜି ଆପଣ ନିଜକୁ ନିଜେ ହୁଏତ ଏକ ଅସୁବିଧା ପରିସ୍ଥିତିରେ ପାଇବେ, ଯାହାକି ଅନ୍ୟଙ୍କ ଦ୍ୱାରା ସୃଷ୍ଟି କରାଯାଇଛି ।

ବୃଷ : ପରିଶେଷରେ ଆଜି ଆପଣଙ୍କ ବିଚ଼ାରରେ ସ୍ପଷ୍ଟତା ଆସିବ ଏବଂ କିଛି ଗମ୍ଭୀର ସମସ୍ୟା ବିଷୟରେ ଆପଣ ସ୍ପଷ୍ଟରୂପେ ଚ଼ିନ୍ତା କରିପାରିବେ । ସବୁ ସମସ୍ୟାର ସମାଧାନ ଏବେ ଆପଣଙ୍କୁ ପରିଷ୍କାର ରୂପେ ଦେଖାଯିବ ।

ମିଥୁନ : ଆଜି ଆପଣ ଏମିତି କାର୍ଯ୍ୟରେ ମନୋନିବେଶ କରିବେ ଯାହାକି ଆଧ୍ୟାତ୍ମିକ ସମ୍ପର୍କିତ । ଏହାଦ୍ୱାରା ଆପଣ ଖୁସି ଏବଂ ଆତ୍ମସନ୍ତୋଷ ଲାଭ କରିବେ । ଏହା ଦ୍ୱାରା ଆପଣ ସଠିକ ମାର୍ଗ ଦର୍ଶନ ପାଇପାରନ୍ତି ଏବଂ ଏହାର ପୁରାଲାଭ ଉଠାନ୍ତୁ ।

କର୍କଟ : ଆଜି ଆପଣ କୌଣସି ଉପଦେଷ୍ଠାଙ୍କର କିମ୍ବା ବରିଷ୍ଠ ବ୍ୟକ୍ତିଙ୍କର ମାର୍ଗ ଦର୍ଶନ ପାଇଁ ସାହାଯ୍ୟ ଚାହିଁବେ । ଆପଣ ବୋଧ ହୁଏ ନିଜ ଜୀବନର କୌଣସି ଦ୍ୱିଧା ବା ଅସୁବିଧା ପରିସ୍ଥିତିରୁ ବାହାରି ଆସିପାରୁ ନାହାନ୍ତି ।

ସିଂହ : ଆଜି ଆପଣ ନିଜ କାର୍ଯ୍ୟସ୍ଥଳରେ ବହୁତ ପରିଶ୍ରମ କରିବେ ଏବଂ ଆପଣଙ୍କୁ ନିଜ ଉପଲବ୍ଧି ଉପରେ ଗର୍ବ ହେବ । କିନ୍ତୁ ଆଜି ଆପଣ ନିଜ ପରିବାର ସହିତ କିଛି ସମୟ ଅତିବାହିତ କରିବା ଜରୁରୀ ।

କନ୍ୟା : ଆଜି ଆପଣଙ୍କୁ କିଛି ନୂଆ ଶିଖିବାକୁ ମିଳିବ । ଜୀବନରେ ପ୍ରତିକ୍ଷଣରେ ଆମକୁ କିଛି ନୂଆ କଥା ଶିଖିବାକୁ ପଡ଼ିଥାଏ ।ତେଣୁ ସବୁ ପରିସ୍ଥିତିରୁ ଆମେ କିଛି ନା କିଛି ଶିଖିବା ଉଚ଼ିତ୍ । ଏମିତିବି ଆପଣଙ୍କୁ ନୂଆ ଅନୁଭୂତି ଅନୁଭବ କରିବା ବହୁତ ପସନ୍ଦ ।

ତୁଳା : ଆପଣ କେତେକ ପରିସୀମା ପର୍ଯ୍ୟନ୍ତ ଏକ ଭଲ ମନୁଷ୍ୟ ଅଛନ୍ତି କିନ୍ତୁ ଆପଣଙ୍କୁ ଏହି କଥାରେ କୌଣସି ଅନୁମାନ ନାହିଁ କି ଖରାପ ପ୍ରଭାବ ବା ନକାରାତ୍ମକତା କିପରି ଆପଣଙ୍କ ଉପରେ ବୋଝ ହୋଇ ଯାଉଛି ।

ବିଛା : ଆଜି ଆପଣ ନିଜର ମୂଲ୍ୟବାନ ଜିନିଷକୁ ସାଇତି ରଖନ୍ତୁ ,ନଚ଼େତ୍ ତାହା ହଜିଯିବାର ସମ୍ଭାବନା ଅଛି । ଆଦୌ ଚ଼ିନ୍ତା କରନ୍ତୁ ନାହିଁ । କେବଳ ସତର୍କତା ଅବଲମ୍ବନ କରନ୍ତୁ ।

ଧନୁ : ଆଜି ଆପଣ ନିଜର ମୂଲ୍ୟବାନ ଜିନିଷକୁ ସାଇତି ରଖନ୍ତୁ । ନଚ଼େତ୍ ତାହା ହଜିଯିବାର ସମ୍ଭାବନା ଅଛି । ଆଦୌ ଚ଼ିନ୍ତା କରନ୍ତୁ ନାହିଁ । କେବଳ ସତର୍କତା ଅବଲମ୍ବନ କରନ୍ତୁ ।

ମକର : ଆପଣଙ୍କ ଆଶା ଏବଂ ବୁଝିପାରିବାର ଶକ୍ତି ଆପଣଙ୍କ ସମ୍ପର୍କକୁ ଅଧିକ ସୁଦୃଢ଼ କରିବ । ଦୂରେଇ ଯାଇଥିବା ସମ୍ପର୍କକୁ ନିଜର କରିବା ପାଇଁ ଆପଣଙ୍କ ଚ଼େଷ୍ଟା ସଫଳ ହେବ ଏବଂ ଏହି ସମ୍ପର୍କ ମଜବୁତ ହେବ ।

କୁମ୍ଭ : ଆଜି ଦିନଟି ସନ୍ତୋଷଜନକ ଆଜିର କାର୍ଯ୍ୟାବଳୀ ମନରେ ଖୁସି ଭରି ଦେବ । ଅତୀତର ଧୈଯ୍ୟ ଏବଂ କଠିନ ପରିଶ୍ରମ ଫଳ ଉପଭୋଗ କରିବେ । କୌଣସି ଦ୍ୱିଧାବୋଧନ ନ କରି ସୁଫଳକୁ ବଂଧୁମାନଙ୍କ ସହିତ ମିଳି ଉପଭୋଗ କରନ୍ତୁ ।

ମୀନ : ଆଜି ଆପଣ ବହୁତ ବଡ଼ ସ୍ୱପ୍ନ ଦେଖିବେ ,ଆପଣଙ୍କ ଜୀବନରେ କଣ କରିବାକୁ ହେବ । ଆଜି ଆପଣ ଜୀବନେର ଥିବା ସବୁ କାର୍ଯ୍ୟର ତାଲିକା ପ୍ରସ୍ତୁତ କରନ୍ତୁ । ଏହି ଦିଗରେ କରାଯାଇଥିବା ପ୍ରୟାସ ବହୁତ ଲାଭ ଦାୟକ ହେବ