Home ରାଜ୍ୟ ପୁଣି ୨ କରୋନା ପଜିଟିଭ: ରାଜ୍ୟରେ ଆକ୍ରାନ୍ତଙ୍କ ସଂସ୍ଥ୍ୟା ୧୧୦

ପୁଣି ୨ କରୋନା ପଜିଟିଭ: ରାଜ୍ୟରେ ଆକ୍ରାନ୍ତଙ୍କ ସଂସ୍ଥ୍ୟା ୧୧୦

Medical personnel at work in the intensive care unit of the hospital of Brescia, Italy, Thursday, March 19, 2020. Italy has become the country with the most coronavirus-related deaths, surpassing China by registering 3,405 dead. Italy reached the gruesome milestone on the same day the epicenter of the pandemic, Wuhan, China, recorded no new infections. For most people, the new coronavirus causes only mild or moderate symptoms. For some it can cause more severe illness. (Claudio Furlan/LaPresse via AP)

ଭୁବନେଶ୍ୱର : ରାଜ୍ୟରେ ଆଉ ୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦ରେ ପହଞ୍ଚିଛି। ଚିହ୍ନଟ ଦ୍ୱୟ କୋରାପୁଟ ଓ ବାଲେଶ୍ୱର ଜିଲାର ବେଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।