ରାଜ୍ୟ

Latest ରାଜ୍ୟ News

ଆଜି କାର୍ତ୍ତିକ ମାସର ଶେଷ ସୋମବାର, ଧବଳେଶ୍ବର ପିଠରେ ପ୍ରବଳ ଭିଡ

ଭୁବନେଶ୍ବର: ଆଜି ହେଉଛି ପବିତ୍ର କାର୍ତ୍ତିକ ମାସର ଶେଷ ସୋମବାର। ଏହି ଦିନ ଦେବଦେବ ମହାଦେବଙ୍କୁ…

Odisha Hot News

ଆଜି ନିର୍ବାଚନ ପ୍ରଚାରରେ ଭାଗ ନେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଝାଡଖଣ୍ଡ ଗସ୍ତରେ ଯିବେ। ସେଠାରେ ଚାଲିଥିବା ବିଧାନସଭା ନିର୍ବାଚନ…

Odisha Hot News

ବିଜେପି କୃଷକ ମୋର୍ଚ୍ଚା ପକ୍ଷରୁ ମଣ୍ଡିରେ ଧାନ ସଂଗ୍ରହ ଅଭିଯାନ ନେଇ ପ୍ରସ୍ତୁତି ବୈଠକ 

ଖଡିଆଳ: ଶ୍ରୀଜି ମଣ୍ଡପ ଠାରେ ଭାରତୀୟ ଜନତା ପାର୍ଟି କୃଷକ ମୋର୍ଚ୍ଚା ପକ୍ଷରୁ ମଣ୍ଡିରେ ଧାନ…

Odisha Hot News

ସଚେତନତା ଦ୍ଵାରା ଲୋପ ପାଇବ କର୍କଟ ରୋଗ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): କର୍କଟ ରୋଗ ଜୀବନ ଘାତ ହେଲେ ମଧ୍ୟ ଜନସଚେତନତା ସୃଷ୍ଟି…

Odisha Hot News

ଶୁଭ୍ରାଂଶୁ ପଣ୍ଡା ପାଇବେ ୪ର୍ଥ ଅକ୍ଷୟ ସ୍ମାରକୀ ଉପନ୍ୟାସ ପୁରସ୍କାର, ‘ଇତର’ ପୁସ୍ତକ ପାଇଁ ମନୋନିତ

ଭୁବନେଶ୍ବର: ପ୍ରତିଭା ରାୟ ଟ୍ରଷ୍ଟ ଓ ଆଦ୍ୟା ପ୍ରକାଶନୀ ପକ୍ଷରୁ ୨୦୨୪ ମସିହା ପାଇଁ ଚତୁର୍ଥ…

Odisha Hot News

ବାଣ ତିଆରି ବେଳେ ବିସ୍ଫୋରଣ, ସ୍ୱାମୀ-ସ୍ତ୍ରୀ ଗୁରୁତର 

ନୟାଗଡ଼: ବାଣ ତିଆରି କରୁଥିବା ବେଳେ ବିସ୍ଫୋରଣ ହୋଇଛି। ଯେଉଁଥିରେ ଦମ୍ପତି ଗୁରୁତର ହୋଇଛନ୍ତି। ଗୁରୁତର…

Odisha Hot News

ଓଡ଼ିଶାରେ ପ୍ରଥମ ଥର ଆୟୋଜିତ ହେବ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ କଳା ଉତ୍ସବ ‘ଉଦ୍ଭବ’

ଭୁବନେଶ୍ବର: ପ୍ରଥମ ଥର ଓଡ଼ିଶା ଆୟୋଜିତ କରିବାକୁ ଯାଉଛି ପଞ୍ଚମ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ…

Odisha Hot News

ପିପିଲି ଚାନ୍ଦୁଆ ଶିଳ୍ପର ସଂରକ୍ଷଣ ପାଇଁ କେନ୍ଦ୍ର ସରକାରଙ୍କ ଐତିହାସିକ ପଦକ୍ଷେପ: ପୁରୀ ସାଂସଦ ଡାଃ ସମ୍ବିତ ପାତ୍ର

ପୁରୀ: ପୁରୀର ଐତିହ୍ୟ ପିପିଲି ଚାନ୍ଦୁଆ ଶିଳ୍ପର ପୁନରୁଦ୍ଧାର ଏବଂ ସଂରକ୍ଷଣ ପାଇଁ କେନ୍ଦ୍ର ସରକାର…

Odisha Hot News

ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ମାଣ୍ଡିଆ ଦିବସ ଓ ଖାଦ୍ୟମେଳା ପଦର୍ଶନୀ

ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟ ପରିସରରେ ଖୋର୍ଦ୍ଧା…

Odisha Hot News

ଏକାଥରେ ୮୯ ଜଣ ପୋଲିସ ଅଧିକାରୀଙ୍କ ପ୍ରମୋସନ ସହିତ ହେଲା ବଦଳି, ଦେଖନ୍ତୁ ପୁରା ତାଲିକା

ଭୁବନେଶ୍ବର: ଆଜି ରାଜ୍ୟ ସରକାର ଏକାଥରେ ୮୯ ଜଣ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ପ୍ରମୋସନ ସହିତ…

Odisha Hot News