ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ବାହନଗା ବ୍ଳକ ଅଫିସ ସମ୍ମୁଖରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁର୍ଘଟଣା ରେ ଜଣଙ୍କର ମୃତ୍ୟୁ ହୋଇଛି । ସୂଚନା ମୁତାବକ, ଜଣେ ବ୍ୟକ୍ତିଙ୍କୁ କୈାଣସି ଏକ ଅଜଣା ଗାଡି ପିଟି ଦେଇଛି । ଫଳରେ ଘଟଣା ସ୍ଥଳରେ ହିଁ ବ୍ୟକ୍ତି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁର୍ଘଟଣା ଏତେ ଭୟଙ୍କର ଯେ ମୃତକ ବ୍ୟକ୍ତିଙ୍କୁ ଚିହ୍ନିବା ସମ୍ଭବ ହୋଇପାରୁନାହିଁ । ଅନ୍ୟପଟେ ଘଟଣା ସମ୍ପର୍କରେ ପୁଲିସ ଖବରପାଇ ଘଟଣା ସ୍ଥଲରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ଅଜଣା ଗାଡି ଧକ୍କାରେ ଜଣେ ବ୍ୟକ୍ତି ମୃତ, ମୃତକଙ୍କ ପରିଚେୟ ଅସ୍ପଷ୍ଟ!
- Advertisement -
Stay Connected
Comment
- buy antibiotics on ସମବାୟ ବିଭାଗର ମହିଳା କର୍ମଚାରୀମାନେ ପାଳିଲେ ଦୀପାବଳି
- dutasteride topical on ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରଲର୍
- tetracycline 500mg capsules on ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରଲର୍
- diflucan for yeast uti on ଦୁର୍ବୃତ୍ତ ଦୁଇ ମନ୍ଦିରରେ ବୁଲାଇଲେ କଳାକନା
- linezolid 600 mg tablet on ଶିଳ୍ପ ମହାଶକ୍ତି ହେବା ପଥରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.