ଭୁବନେଶ୍ବର : ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ମଙ୍ଗଳବାର ଠାରୁ ଆରମ୍ଭ ହେବ। ଏହା ଦୁଇଟି ପର୍ଯ୍ୟାୟରେ ଅଗଷ୍ଟ ୮ ତାରିଖ ଯାଏ ଚାଲିବ। ଏଥିରେ ମୋଟ୍ ୩୦ଟି କାର୍ଯ୍ୟଦିବସ ରହିଛି। ୨୮ ତାରିଖରେ ନୂଆ ସରକାରର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ ହେବ।
ଅଧିବେଶନର ପ୍ରଥମ ଦିନ ଅର୍ଥାତ ମଙ୍ଗଳବାର ଦିନ ପୂର୍ବାହ୍ନ ୧୧ଟାରେ ରାଜ୍ୟପାଳ ଉଦ୍ବୋଧନ ଦେବା ସହ ଅଧିବେଶନ ଆରମ୍ଭ ହେବ। ସେହିଦିନ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ଆରମ୍ଭ ହୋଇ ୨୬ ଓ ୨୭ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ୨୬ ତାରିଖରେ ଉପବାଚସ୍ପତି ନିର୍ବାଚନ ନେଇ ଘୋଷଣା ହେବ ଓ ୨୭ ତାରିଖରେ ନିର୍ବାଚନ ହେବ। ଶାସକ ବିଜେଡି ପକ୍ଷରୁ ଅନୁଗୁଳ ବିଧାୟକ ରଜନୀକାନ୍ତ ସିଂହଙ୍କୁ ଉପବାଚସ୍ପତି ପ୍ରାର୍ଥୀ ଭାବେ ଘୋଷଣା କରାଯାଇଛି। ତେଣୁ ଶ୍ରୀ ସିଂହ ନିର୍ବାଚିତ ହେବା ଏକପ୍ରକାର ସ୍ପଷ୍ଟ ହୋଇଛି।

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.