ଝାରସୁଗୁଡ଼ା : ଝାରସୁଗୁଡ଼ା ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀଙ୍କ 5T ସଚିବ ଭି.କେ ପାଣ୍ଡିୟାନ୍। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚି ବିଭିନ୍ନ ଓ୍ଵାର୍ଡ ବୁଲି ଦେଖିଛନ୍ତି । ରୋଗୀଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି 5T ସଚିବ । କିପରି ସ୍ୱାସ୍ଥ୍ୟସେବା ଯୋଗାଇ ଦିଆଯାଉଛି, ରୋଗୀ ଓ ସଂପର୍କୀୟଙ୍କୁ ପଚାରି ବୁଝିଛନ୍ତି । ଏହାସହ ମେଡିକାଲ କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ 5T ସଚିବ । ଭି.କେ ପାଣ୍ଡିୟାନ୍ଙ୍କ ସହ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଓ ସ୍ୱାସ୍ଥ୍ୟ ବିଭାଗର ଯୁଗ୍ମ ସଚିବ ପୁନମ ତାପସ ଗୁହା ପ୍ରମୁଖ ଉପସ୍ଥିତ ଥିଲେ।
ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ 5T ସଚିବ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- buy antibiotics on ସମବାୟ ବିଭାଗର ମହିଳା କର୍ମଚାରୀମାନେ ପାଳିଲେ ଦୀପାବଳି
- dutasteride topical on ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରଲର୍
- tetracycline 500mg capsules on ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରଲର୍
- diflucan for yeast uti on ଦୁର୍ବୃତ୍ତ ଦୁଇ ମନ୍ଦିରରେ ବୁଲାଇଲେ କଳାକନା
- linezolid 600 mg tablet on ଶିଳ୍ପ ମହାଶକ୍ତି ହେବା ପଥରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ
