ପୁରୀ : ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବୁଧବାର ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆସନ୍ତା ୯ତାରିଖରେ ହେବାକୁ ଥିବା ମେଣ୍ଢାପୋଡ଼ି ଏବଂ ଦୋଳପୂର୍ଣ୍ଣିମା ନୀତି ନିର୍ଘଣ୍ଟ ଆଦି ଉପରେ ଆଲୋଚନା କରାଯାଇଛି। ଏଥିସହ ସଭାପତିଙ୍କ ଅନୁମୋଦନ କ୍ରମେ ଅନ୍ୟାନ୍ୟ ପ୍ରସଙ୍ଗରେ ଆଲୋଚନା କରାଯାଇଛି। ଏହା ଅନୁଯାୟୀ, ଏପ୍ରିଲ ୧ରୁ ଶ୍ରୀମନ୍ଦିରକୁ ସମ୍ପୂର୍ଣ୍ଣ ଭାବେ ପ୍ଲାଷ୍ଟିକ୍ ମୁକ୍ତ କରାଯିବ। ଭୋଗମଣ୍ଡପରୁ ଧାର୍ଯ୍ୟ ସମୟ ଆଗରୁ ଅବଢ଼ା ବାହାରିବା ନେଇ ପଦକ୍ଷେପ ନିଆଯିବ। ଶ୍ରୀମନ୍ଦିର ଭିତରକୁ କେହି ପାନ ଖାଇ ଯିବେ ନାହିଁ। ଯଦି କେହି ପାନ ଖାଇ ଯାଆନ୍ତି ତେବେ ସେମାନଙ୍କଠାରୁ ୫୦୦ ଟଙ୍କା ଲେଖାଏ ଆଦାୟ କରାଯିବା ନେଇ ନିଷ୍ପତ୍ତି ନିଆଯାଇଛି। ତେବେ ଏହି ବୈଠକରେ ଜିଲାପାଳ ବଲଓ୍ବନ୍ତ ସିଂହ, ଏସ୍ପିଙ୍କ ସମେତ ଅନ୍ୟାନ୍ୟ ପ୍ରମୁଖ ଅଧିକାରୀ ଉପସ୍ଥିତ ଥିଲେ।
ଏପ୍ରିଲ ୧ରୁ ଶ୍ରୀମନ୍ଦିରରେ ପ୍ଲାଷ୍ଟିକ୍ ମନା, ପାନ ଖାଇ ଗଲେ ୫୦୦ ଜରିମାନା
- Advertisement -
Stay Connected
Comment
- diflucan pill on ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରଲର୍
- vibramycin for sinus infection on ଗଛରୁ ଯୁବ ଦୋକାନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର
- doryx price on ସମବାୟ ବିଭାଗର ମହିଳା କର୍ମଚାରୀମାନେ ପାଳିଲେ ଦୀପାବଳି
- prevacid otc generic on ଗଛରୁ ଯୁବ ଦୋକାନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର
- allopurinol 300 mg on ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରଲର୍

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.