ଭୁବନେଶ୍ୱର : ଅନ୍ତର୍ଜାତୀୟ ମହିଳା ଦିବସ ଅବ୍ୟବହିତ ପୂର୍ବରୁ ଶୁକ୍ରବାର ବ୍ରାଇଟ୍ ଓଡ଼ିଆ ଫାଉଣ୍ଡେଶନ ପକ୍ଷରୁ ସୂଚନାଭବନରେ ଓଡ଼ିଶା ୱିମେନ୍ ଏକ୍ସଲେନ୍ସି ଆୱାର୍ଡ ପ୍ରଦାନ କରାଯାଇଛି। ଏଥିରେ ରାଜ୍ୟର ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ୨୧ଜଣ ଶ୍ରେଷ୍ଠ ମହିଳା ବ୍ୟକ୍ତିତ୍ୱଙ୍କୁ ସମ୍ମାନିତ କରାଯାଇଥିଲା। କାର୍ଯ୍ୟକ୍ରମକୁ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଉଦ୍ଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ରାଜ୍ୟ ହାଉସିଂ ବୋର୍ଡର ଚେୟାରମ୍ୟାନ୍ ପ୍ରିୟଦର୍ଶୀ ମିଶ୍ର, ମୋ କଲେଜର ଚେୟାରମ୍ୟାନ୍ ଆକାଶ ଦାସ ନାୟକ, ଶିକ୍ଷାବିତ୍ ବଦ୍ରିନାଥ ପଟ୍ଟନାୟକ ଏବଂ ପୂର୍ବତନ ଏମ୍ପି ସିଦ୍ଧାନ୍ତ ମହାପାତ୍ର ପ୍ରମୁଖ ଯୋଗଦେଇଥିଲେ। ପାରମିତା ପଣ୍ଡାଙ୍କୁ ‘ଏକ୍ସଲେନ୍ସି ଇନ୍ ବିଜ୍ନେସ୍’, ଇତି ସାମନ୍ତଙ୍କୁ ‘ଏକ୍ସଲେନ୍ସି ଇନ୍ ଲିଟ୍ରେଚର୍’, ଶିଳ୍ପୀ ସାହୁଙ୍କୁ ‘ଏକ୍ସଲେନ୍ସି ଇନ୍ ଏଜୁକେଶନ୍’, ତନୟା ପଟ୍ଟନାୟକଙ୍କୁ ‘ଏକ୍ସିଲେନ୍ସି ଇନ୍ ମିଡ଼ିଆ’, ସ୍ମୃତିରେଖା ତାରେଣିଆଙ୍କୁ ‘ଏକ୍ସିଲେନ୍ସି ଇନ୍ ଜର୍ନାଲିଜିମ୍’ ସମ୍ମାନ ପ୍ରଦାନ କରାଯାଇଛି। କାର୍ଯ୍ୟକ୍ରମରେ ଅନୁଷ୍ଠାନର ମୁଖ୍ୟ ଉପଦେଷ୍ଟା ରୋଜାଲିନ୍ ପାଟଶାଣୀ, ନମ୍ରତା ଚଢ଼ା ଓ ସଞ୍ଜୟ ମହାକୁଡ ଉପସ୍ଥିତ ଥିଲେ। ଏହି ଅବସରରେ ଲୁବୁନ୍-ଟୁବୁନ୍ଙ୍କ ନୃତ୍ୟ ନିର୍ଦ୍ଦେଶନାରେ ଅଙ୍କିତା ଭୌମିକ ଓ ସୁନିତା ମଣ୍ଡଳ ନୃତ୍ୟ ପରିବେଷଣ କରିଥିଲେ।
୨୧ଜଣଙ୍କୁ ୱିମେନ୍ ଏକ୍ସଲେନ୍ସି ଆୱାର୍ଡ
- Advertisement -
Stay Connected
Comment
- vibramycin for sinus infection on ଗଛରୁ ଯୁବ ଦୋକାନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର
- doryx price on ସମବାୟ ବିଭାଗର ମହିଳା କର୍ମଚାରୀମାନେ ପାଳିଲେ ଦୀପାବଳି
- prevacid otc generic on ଗଛରୁ ଯୁବ ଦୋକାନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର
- allopurinol 300 mg on ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରଲର୍
- antibiotics online on ସମବାୟ ବିଭାଗର ମହିଳା କର୍ମଚାରୀମାନେ ପାଳିଲେ ଦୀପାବଳି

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.