ଲକ୍ଷ୍ନୌ : ଉତ୍ତର ପ୍ରଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ଏକ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଲୋକଭବନରେ ଆୟୋଜିତ ଏହି ବୈଠକରେ କରୋନାକୁ ନେଇ ବିଭିନ୍ନ କଥା ଆଲୋଚନା କରାଯାଇଛି। ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କ ପାଇଁ ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରାଯାଇଛି। ଏହାସହ ଏମାନଙ୍କୁ ଘରେ ବସି କାମ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। କେବଳ ସେତିକି ନୁହେଁ ସମସ୍ତ ଘରୋଇ କର୍ମଚାରୀ ମଧ୍ୟ ଘରେ ବସି କାମ କରିବାକୁ କୁହାଯାଇଛି। ସରକାରୀ ପ୍ରବକ୍ତା ଶ୍ରୀକାନ୍ତ ଶର୍ମା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, କରୋନା ଏବେ ଭାରତରେ ଷ୍ଟେଜ ୨ରେ ଥିବା ବେଳେ ଏହାକୁ ଷ୍ଟେଜ ୩ କୁ ନ ଯିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଉଛି।
ଘରେ ବସି କାମ କରିବାକୁ ନିର୍ଦ୍ଦେଶ ଦେଲେ ଉତ୍ତର ପ୍ରଦେଶ ସରକାର
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- antibiotics online on ସମବାୟ ବିଭାଗର ମହିଳା କର୍ମଚାରୀମାନେ ପାଳିଲେ ଦୀପାବଳି
- buy antibiotics on ସମବାୟ ବିଭାଗର ମହିଳା କର୍ମଚାରୀମାନେ ପାଳିଲେ ଦୀପାବଳି
- dutasteride topical on ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରଲର୍
- tetracycline 500mg capsules on ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରଲର୍
- diflucan for yeast uti on ଦୁର୍ବୃତ୍ତ ଦୁଇ ମନ୍ଦିରରେ ବୁଲାଇଲେ କଳାକନା
