ଭବନେଶ୍ବର: ୧୭ ଦିନରେ ପହଞ୍ଚିଲା ଲକ୍ଡାଉନ୍ । ସାରା ରାଜ୍ୟରେ ଏହାକୁ କଡାକଡି ଭାବେ ପାଳନ କରାଯାଉଥିବାବେଳେ ସଂକ୍ରମଣ ରୋକିବା ପାଇଁ ମାସ୍କ ପିନ୍ଧିବା ଉପରେ ଗୁରୁତ୍ୱ ଦିଆଯାଇଛି । ଅମାନିଆଙ୍କୁ ସାବାଡ୍ କରିବା ପାଇଁ ମାସ୍କ ନ ପିନ୍ଧିଲେ ଫାଇନ୍ ଆଦାୟ କରାଯାଉଛି । ପ୍ରଥମ ୩ ଥର ମାସ୍କ ନପିନ୍ଧିଲେ ୨୦୦ଲେଖାଏଁ ଜରିମାନା ଓ ୩ ଥର ପରେ ୫୦୦ ଲେଖାଏଁ ଜରିମାନା ଆଦାୟ କରାଯିବ । ସେପଟେ ପରିବା ଓ ଗ୍ରୋସରୀ ସାମଗ୍ରୀ ଆଣିବା ପାଇଁ ବାଇକ୍ ମଧ୍ୟ ମନା କରାଯାଇଛି । ଏହାସହ ଲୋକଙ୍କ ସୁବିଧା ପାଇଁ ଘରେ ଘରେ ଜରୁରୀ ସାମଗ୍ରୀ ପହଞ୍ଚାଇବାର ବ୍ୟବସ୍ଥା କରାଯାଇଛି ।
୧୭ ଦିନରେ ପହଞ୍ଚିଲା ଲକ୍ଡାଉନ୍, କଡାକଡି ଭାବେ ପାଳନ କରାଯାଉଛି ସଂକ୍ରମଣ ରୋକିବା ପାଇଁ ନିୟମ
Leave a Comment
Leave a Comment
- Advertisement -
Stay Connected
Comment
- tetracycline 500mg capsules on ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରଲର୍
- diflucan for yeast uti on ଦୁର୍ବୃତ୍ତ ଦୁଇ ମନ୍ଦିରରେ ବୁଲାଇଲେ କଳାକନା
- linezolid 600 mg tablet on ଶିଳ୍ପ ମହାଶକ୍ତି ହେବା ପଥରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ
- mirtazapine 15 mg tablet price on ଦୁର୍ବୃତ୍ତ ଦୁଇ ମନ୍ଦିରରେ ବୁଲାଇଲେ କଳାକନା
- meloxicam for dogs on ଶିଳ୍ପ ମହାଶକ୍ତି ହେବା ପଥରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ
