ସିଟି ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦଯାପିତ

Odisha Hot News
0 Min Read

ଭୁବନେଶ୍ୱର: ଭୁବନେଶ୍ୱର ସିରିପୁର ନିକଟସ୍ଥ ସିଟି ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଆୟୋଜନ ହୋଇଯାଇଛି। ଅଧ୍ୟକ୍ଷା ରଶ୍ମିତା କୁମାରୀ ସାହୁ ଏହି କାର୍ଯ୍ୟକ୍ରମକୁ ଶୁଭ ଉଦଘାଟନ କରିଥିବା ବେଳେ ବାର୍ଷିକ କ୍ରୀଡା ପ୍ରତି ଯୋଗିତା ସମାରୋହ ତିନି ଦିନ ଧରି କଲେଜ ପରିସରରେ ଅନୁଷ୍ଠିତ ହୋଇଥିଲା।

ଛାତ୍ରୀ ମାନଙ୍କ ମଧ୍ୟରେ ଚେସ, କ୍ୟାରମ, ବ୍ୟଡମିଣ୍ଟନ ଭଲି ପରି ଅନେକ କ୍ରୀଡା ପ୍ରତିଯୋଗିତା ହୋଇଥିଲା। ଏହି କାଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଓ ଅଧ୍ୟପିକା ଯୋଗ ଦେଇ କାଯ୍ୟକ୍ରମକୁ ସଫଳ କରିଥିଲେ।

Share This Article