ଯାଜପୁର : ଭିଜିଲାନ୍ସ ଜାଲରେ ଜଣେ କୋଟିପତି କିରାଣୀ ଫସିଯାଇଛନ୍ତି । କିରାଣୀ ଜଣଙ୍କ ହେଲେ ଚିନ୍ମୟ ବେହୁରା । ଯାଜପୁର ଜିଲ୍ଲା କାଳିଆପାଣି ଖଣି ଉପନିର୍ଦ୍ଦେଶକଙ୍କ କାର୍ଯ୍ୟଳୟରେ କିରାଣୀ ଥିବା ଚିନୟ ବେହୁରାଙ୍କ ନାମରେ ପୂର୍ବରୁ ନିଜ ଆୟ ଠାରୁ ଯଥେଷ୍ଟ ଅଧିକ ସମ୍ପତ୍ତି ଠୁଳ କରିଥିବା ନେଇ ଭିଜିଲାନସ ନିକଟରେ ଅଭିଯୋଗ ହୋଇଥିଲା। ତେଣୁ ଏହି ଅଭିଯୋଗ ଆଧାରରେ ଆଜି ଭିଜିଲାନ୍ସ ୫ଟି ଟିମ୍ ଚିନୟ ବେହୁରାଙ୍କ କାଳିଆପାଣିସ୍ଥିତ ଅଫିସ, ସୁକିନ୍ଦାସ୍ଥିତ ଘର, ଶ୍ୱଶୁର ଘର, ପୈତୃକ ଘର ସହିତ ସମ୍ପର୍କୀୟଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିବା ଜଣାପଡିଛି ।
ଭିଜିଲାନ୍ସ ଜାଲରେ କିରାଣୀବାବୁ !
- Advertisement -
Stay Connected
Comment
- zoloft generic on ଜୁନ୍ ସୁଦ୍ଧା ୨୪ ନୂଆ ଏନ୍ଏସି ଓ ପୌର ନିର୍ବାଚନ
- diflucan pill on ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରଲର୍
- vibramycin for sinus infection on ଗଛରୁ ଯୁବ ଦୋକାନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର
- doryx price on ସମବାୟ ବିଭାଗର ମହିଳା କର୍ମଚାରୀମାନେ ପାଳିଲେ ଦୀପାବଳି
- prevacid otc generic on ଗଛରୁ ଯୁବ ଦୋକାନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.