Home Authors Posts by admin

admin

1433 POSTS 0 COMMENTS

ଏଣିକି ତତ୍‌କ୍ଷଣାତ ଲର୍ନିଂ ଲାଇସେନ୍ସ

ଭୁବନେଶ୍ୱର : ଡ୍ରାଇଭିଂ ଲାଇସେନ୍ସ ଆବେଦନ କରିବାକୁ ଆଗକୁ ଆଉ ଘଣ୍ଟାଘଣ୍ଟା ଧରି ଧାଡ଼ିରେ ଆର୍‌ଟିଓ କାର୍ଯ୍ୟାଳୟରେ ଠିଆ ହେବାକୁ ପଡ଼ିବ ନାହିଁ। ଏଣିକି ଅନ୍‌ଲାଇନରେ ଆବେଦନ କରି ତତ୍‌କ୍ଷଣାତ୍‌ ଟେଷ୍ଟ ଦେଇ...

ଓଡ଼ିଶାର ଇ-ଗେଜେଟ୍‌ ପୋର୍ଟାଲ ଉଦ୍‌ଘାଟିତ

ଭୁବନେଶ୍ୱର : ରାଜ୍ୟରେ ୫ମ ଥର ପାଇଁ ବିଜେଡି ନେତୃତ୍ୱାଧୀନ ସରକାର ଶାସନ କ୍ଷମତାକୁ ଫେରିବାପରେ ବିଭିନ୍ନ ପ୍ରକାର ନୂଆ ନୂଆ ପଦକ୍ଷେପ ଗ୍ରହଣ କରାଯାଉଛି। ଦୁର୍ନୀତି ବିରୋଧରେ ସରକାର ଏକ ପ୍ରକାର...

ଶ୍ରୀଜଗନ୍ନାଥ ଐତିହ୍ୟ କରିଡର ନକ୍ସା ଲୋକାର୍ପିତ

ଭୁବନେଶ୍ବର : ଶ୍ରୀମନ୍ଦିର ଚତୁଃପାର୍ଶ୍ବର ବିକାଶ ଉଦ୍ଦେଶ୍ୟରେ ହୋଇଥିବା ଶ୍ରୀଜଗନ୍ନାଥ ଐତିହ୍ୟ କରିଡର ନିର୍ମାଣ ସଂକ୍ରାନ୍ତ ଚିଠା ନକ୍ସାକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶା ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି। ଏହାକୁ...

ମୋ ସରକାର କାର୍ଯ୍ୟକ୍ରମର ପ୍ରଭାବ

ଭୁବନେଶ୍ୱର :  ୨୦୧୯ରେ ବିଭିନ୍ନ ଥାନାରେ ବଢିଥିବା ମାମଲା ସଂଖ୍ୟା କମିଶନରେଟ ପୋଲିସ ପାଇଁ ଚିନ୍ତାର ବିଷୟ ପାଲଟଛି। କାରଣ ମୋ‘ ସରକାର କାର୍ଯ୍ୟକ୍ରମ ପରଠୁ କମିଶନରେଟ ପୋଲିସର ଏକାଧିକ ଥାନାରେ ମାମଲା...

ଭିଜିଲାନ୍ସ ଜାଲରେ ସେସୁ ଜେଇ ଦିପ୍ତୀପ୍ରକାଶ ସ୍ବାଇଁ

ଜଗତସିଂହପୁର : ଭିଜିଲାନ୍ସ ଜାଲରେ ଜେଇ । ଜଗତସିଂହପୁର ସେସୁ ଜେଇ-୨ ଦିପ୍ତୀପ୍ରକାଶ ସ୍ବାଇଁଙ୍କ ଘରେ ଭିଜିଲାନ୍ସ ରେଡ୍  । ଏକକାଳୀନ ୫ଟି ସ୍ଥାନରେ ରେଡ କରୁଛି ଜଗତସିଂହପୁର ଓ କଟକର ଭିଜିଲାନ୍ସ...

ପୁଣି ଚର୍ଚ୍ଚାରେ ବିଧାୟକ ତାରାପ୍ରସାଦ ବାହିନୀପତି

ଜୟପୁରରୁ ନେଇ ଭୁବନେଶ୍ୱର, ସବୁଠି ରହିଛି ତାରାପ୍ରସାଦ ବାହିନୀପତିଙ୍କ ଦବ୍‌ଦବା। ପୋଲିସରୁ ନେତା ସାଜିଥିବା ତାରା ନିଜର ଅଜବ ଓ ଖିଆଲି ଅନ୍ଦାଜ ପାଇଁ ସବୁବେଳେ ଚର୍ଚ୍ଚାରେ ରହି ଆସିଛନ୍ତି। ଅନେକ ସମୟରେ...

କାର୍ଯ୍ୟରତ ମହିଳା ସାମ୍ବାଦିକ ଓ କ୍ୟାମେରାମ୍ୟାନଙ୍କୁ ଆକ୍ରମଣ ଘଟଣାରେ ଦୁଇ ସୁରକ୍ଷାକର୍ମୀ ଗିରଫ

ଭୁବନେଶ୍ୱର : ଭୁବନେଶ୍ୱରରେ କାର୍ଯ୍ୟରତ ମହିଳା ସାମ୍ବାଦିକ ଓ କ୍ୟାମେରାମ୍ୟାନଙ୍କୁ ଆକ୍ରମଣ ଘଟଣାରେ ଏସପ୍ଲାନେଡ୍ ମଲର ଦୁଇଜଣ ସୁରକ୍ଷାକର୍ମୀଙ୍କୁ ପୁଲିସ ଆଜି ଗିରଫ କରିଛି । ଏମାନେ ହେଲେ ପଙ୍କଜ ସାହୁ ଓ...

ଲିଙ୍ଗରାଜ ମନ୍ଦିର ସଂଲଗ୍ନ ଅଞ୍ଚଳ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୫ କୋଟି ଟଙ୍କା ଘୋଷଣା

ଭୁବନେଶ୍ୱର : ଶ୍ରୀଲିଙ୍ଗରାଜ ମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ ଚତୁଃପାର୍ଶ୍ୱରୁ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଲିଙ୍ଗରାଜ ସଂଲଗ୍ନ ବିକାଶ ପାଇଁ ୫ କୋଟି ଟଙ୍କା ଘୋଷଣା କରିଛନ୍ତି।...

କୋଟିପତି ମାଳୀ ଭିଜିଲାନ୍ସ ଜାଲରେ

ଉଦଳା: ଉଦଳା ଉଦ୍ୟାନ ବିଭାଗ ଖୁଣ୍ଟା ବ୍ଲକରେ ମାଳି ଭାବେ କାମ କରୁଥିବା ଉଦ୍ଧବ ବେହେରାଙ୍କ ନିକଟରୁ ୨କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଜବତ କରିଛି ଭିଜଲାନ୍ସ । ୨୪ବର୍ଷର ଚାକିରି ଭିତରେ...

ରାଜଧାନୀରେ ରୂପଜୀବୀଙ୍କ ପସରା ! ଟେନ୍‌ସନ୍‌ରେ ପୁଲିସ

ଭୁବନେଶ୍ୱର : ରାଜଧାନୀରେ ବଢୁଛି ବଂଲାଦେଶୀ ଯୁବତୀଙ୍କ ଦେହ ବ୍ୟବସାୟ। ନୂଆ ବର୍ଷକୁ ନଜରରେ ରଖି ଦଲାଲଙ୍କ ଦ୍ୱାରା ହେଉଛନ୍ତି ଚାଲଣ। ଟେନ୍‌ସନ୍‌ରେ କମିଶନରେଟ୍ ପୁଲିସ।କିଛି ଦିନ ପୂର୍ବେ ଦଲାଲଙ୍କ ଜରିଆରେ ଜଣେ...
19,737FansLike
2,189FollowersFollow
13,022SubscribersSubscribe

EDITOR PICKS

x

COVID-19

India
Confirmed: 190,609Deaths: 5,408
ine
x

COVID-19

World
Confirmed: 6,258,702Deaths: 379,392
insdffe