Home ରାଜ୍ୟ ଅଗ୍ନିକାଣ୍ଡରେ ୮ ବଖରା ଜଳି ପୋଡ଼ି ପାଉଁଶ !

ଅଗ୍ନିକାଣ୍ଡରେ ୮ ବଖରା ଜଳି ପୋଡ଼ି ପାଉଁଶ !

ବାଲେଶ୍ୱର : ବାଲେଶ୍ୱର ଜିଲ୍ଲା ଖଇରାବ୍ଲକ କୁପରୀ ଗ୍ରାମରେ ଭୟାଭୟ ଅଗ୍ନିକାଣ୍ଡ । ବିଳମ୍ବିତ ରାତିରେ ତରଣ ସେନ ମହାପାତ୍ରଙ୍କ ଘରେ ଅଗ୍ନିକାଣ୍ଡ ଘଟି ୮ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି । ତେବେ ଏହାର ସୂଚନା ପାଇ ଅଗ୍ନିଶମ ବିଭାଗ ତୁରନ୍ତ ଘଟଣା ସ୍ଥଳରେ ପହଁଞ୍ଚଞ୍ôଚ ନିଆଁକୁ ଆୟତ କରିଥିଲା । ସୂଚନା ମୁତାବକ ଅଗ୍ନିକାଣ୍ଡରେ ଘରେ ଥିବା ସମସ୍ତ ଜିନିଷ ପୋଡି ଯାଇଥିବାବେଳେ , ଅନ୍ୟପଟେ ବିପନ୍ନ ପରିବାରକୁ ସାହାଯ୍ୟ କରିବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି ।