ଭଦ୍ରକ : ଭଦ୍ରକ ଜିଲ୍ଲା ବାସୁଦେବପୁରରେ ଏ ପର୍ଯ୍ୟନ୍ତ ୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହେଲେଣି । ପୂର୍ବରୁ ୩ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୩ ଜଣ ଚିହ୍ନଟ ହୋଇଛନ୍ତି । ଏହାପରେ ବାସୁଦେବପୁର ବ୍ଲକ୍ ର ୯ଟି ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି ।ଏହି ୯ ପଞ୍ଚାୟତକୁ ୪ଟି ଜୋନ୍ ରେ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି । ଜୋନ୍ -୧ରେ ଥିବା ଗ୍ରାମ ପଞ୍ଚାୟତ ଗୁଡ଼ିକ ହେଲା ପଦ୍ମପୁର, ଲୁଙ୍ଗା, ସୁଗୋ, ଏରତାଲ୍ । ଜୋନ୍ -୨ରେ ଥିବା ଗ୍ରାମ ପଞ୍ଚାୟତ ହେଲା ଖରିଡ଼ା ବିନାୟକପୁର ଓ ଗୁଆଗାଡ଼ିଆ । ଜୋନ୍ -୩ରେ ଲକ୍ଷ୍ମୀଦାସପୁର ଓ ବାଲିମେଡ଼ ପଞ୍ଚାୟତ ରହିଛି । ଜୋନ୍ -୪ରେ ଅଧୁଆଁ ଗ୍ରାମପଞ୍ଚାୟତ ରହିଛି । ସଂପୃକ୍ତ ଅଞ୍ଚଳର ଲୋକଙ୍କୁ ଘରୁ ନ ବାହାରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହି ଅଞ୍ଚଳରେ ଥିବା ସମସ୍ତ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।
ବାସୁଦେବପୁରର ୯ ପଞ୍ଚାୟତ କଣ୍ଟେନମେଣ୍ଟ ଜୋନ୍ ଘୋଷଣା
- Advertisement -
Stay Connected
Comment
- diflucan pill on ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରଲର୍
- vibramycin for sinus infection on ଗଛରୁ ଯୁବ ଦୋକାନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର
- doryx price on ସମବାୟ ବିଭାଗର ମହିଳା କର୍ମଚାରୀମାନେ ପାଳିଲେ ଦୀପାବଳି
- prevacid otc generic on ଗଛରୁ ଯୁବ ଦୋକାନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର
- allopurinol 300 mg on ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରଲର୍

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.