ଭୁବନେଶ୍ୱର: ରାଜଧାନୀ ପ୍ରଶାନ୍ତି ବିହାର ଅଂଚଳରୁ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର କରାଯାଇଛି । ଏକ ପରିତ୍ୟକ୍ତ ଜାଗାରୁ କ୍ଷତାକ୍ତ ଶିଶୁଟିକୁ ବାଟୋଇ ଦେଖି ଉଦ୍ଧାର କରିଥିଲେ । ଏହା ପରେ ନବଜାତ ଶିଶୁକନ୍ୟାକୁ କିମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ରାଜଧାନୀ ପ୍ରଶାନ୍ତି ବିହାର ଅଂଚଳରୁ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର !
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- diflucan pill on ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରଲର୍
- vibramycin for sinus infection on ଗଛରୁ ଯୁବ ଦୋକାନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର
- doryx price on ସମବାୟ ବିଭାଗର ମହିଳା କର୍ମଚାରୀମାନେ ପାଳିଲେ ଦୀପାବଳି
- prevacid otc generic on ଗଛରୁ ଯୁବ ଦୋକାନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର
- allopurinol 300 mg on ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରଲର୍
