Home ରାଜ୍ୟ ରାଜ୍ୟରେ ପୁଣି ୮୬ଜଣ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯କୁ ବୃଦ୍ଧି

ରାଜ୍ୟରେ ପୁଣି ୮୬ଜଣ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୮୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାପରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୮୧ଜଣ ସଙ୍ଗରୋଧରେ ଥିବା ବେଳେ ୫ଜଣ ସ୍ଥାନୀୟ ଲୋକ ଥିବା ଜଣାଯାଇଛି।