ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୭୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୫୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏମାନଙ୍କ ଭିତରୁ ୩ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୭୨ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୬ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି