Home ରାଜ୍ୟ ରାଜ୍ୟରେ ୭୯ଜଣ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୭କୁ ବୃଦ୍ଧି

ରାଜ୍ୟରେ ୭୯ଜଣ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୭କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୭୯ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୭୧ ସଙ୍ଗରୋଧ କେନ୍ଦ୍ରର ଓ ୮ଜଣ ସ୍ଥାନୀୟ ବ୍ୟକ୍ତି ଥିବା ଜଣାଯାଇଛି।