Home ରାଜ୍ୟ ଓଡିଶା ଛୁଇଁଲା ମୌସୁମୀ

ଓଡିଶା ଛୁଇଁଲା ମୌସୁମୀ

ଭୁବନେଶ୍ବର: ଓଡିଶା ଛୁଇଁଲା ମୌସୁମୀ ବାୟୁ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡିଶା ଛୁଇଁଛି । ଏନେଇ ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ପକ୍ଷରୁ ସୂଚନା ମିଳିଛି ।

ପୂର୍ବରୁ ୧୧ କିମ୍ବା ୧୨ ତାରିଖ ବେଳକୁ ମୌସୁମୀ ବାୟୁ ଓଡିଶା ଛୁଇଁବା ନେଇ ଆକଳନ କରାଯାଇଥିଲା । ତେବେ ପୂର୍ବାନୁମାନ ଅନୁସାରେ ଓଡିଶାରେ ମୌସୁମୀ ବାୟୁ ପ୍ରବେଶ କରିଛି ।

https://linksredirect.com/?cid=34199&source=linkkit&url=https%3A%2F%2Fplay.google.com%2Fstore%2Fapps%2Fdetails%3Fid%3Dcom.eterno.shortvideos