Home ରାଜ୍ୟ ରାଜ୍ୟରେ ପୁଣି ୧୪ଜଣ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪କୁ ବୃଦ୍ଧି

ରାଜ୍ୟରେ ପୁଣି ୧୪ଜଣ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪କୁ ବୃଦ୍ଧି

ଭୁବନେଶ୍ୱର – ରାଜ୍ୟରେ ପୁଣି ୧୪ ଜଣକରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪ରେ ପହଁଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ୧୨, ସୁନ୍ଦରଗଡ ୧ ଓ ଭଦ୍ରକ ଜିଲାର ଜଣେ ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଶୁକ୍ରବାର ସୂଚୀତ କରାଯାଇଛି